Year: 2021

ସଫଳ ଟିକା ପରିଚାଳନା ପାଇଁ ସୁନ୍ଦରଗଡ଼ ଆଞ୍ଚଳିକ ଟିକା ଭଣ୍ଡାରକୁ ମିଳିଲା ଆଇଏସଓ ମାନ୍ୟତା

ଓଡ଼ିଶା ବାର୍ତ୍ତା ସୁନ୍ଦରଗଡ଼, ୧୬ ଡିସେମ୍ବର ୨୦୨୧: ଗର୍ଭବତୀ ଏବଂ ପ୍ରସୂତି ମା’ଙ୍କ ସହିତ ଶିଶୁମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଟିକା ଏବଂ କୋଭିଡ୍-୧୯ ଟିକାର ମହଜୁଦ୍...