Month: July 2023

କଳାହାଣ୍ଡିର ରେଳ ସୁବିଧା ପାଇଁ ରେଳ ମନ୍ତ୍ରୀଙ୍କୁ ଭେଟିଲେ କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ସୁନୀତି ମୁଣ୍ଡ୍‌

ଦୁଷ୍ମନ୍ତ ପଣ୍ଡା ଓଡିଶା ବାର୍ତ୍ତା କଳାହାଣ୍ଡି ୨୮/୦୭/୨୩ :ହାଣ୍ଡି ଜିଲ୍ଲା ରେଳ ସଂଯୋଗ ଉପେକ୍ଷିତ ହେବା ଯୋଗୁଁ ଶିଳ୍ପ କ୍ଷେତ୍ରରେ ଅବହେଳିତ ହୋଇଛି । ଏଥି ପାଇଁ...