Year: 2026

ଗଞ୍ଜାମ ଜିଲ୍ଲା ଆଇନସେବା ପ୍ରାଧିକରଣ ଏବଂ ବ୍ରହ୍ମପୁର ମହାନଗର ନିଗମର ମିଳିତ ଆନୁକୂଲ୍ୟରେ ବିଶ୍ୱଜଳ ଦିବସ ପାଳିତ ହୋଇଯାଇଛି l

ବ୍ୟୁରୋ ଓଡିଶା ବାର୍ତ୍ତା ବ୍ରହ୍ମପୁର: 22/3/26:ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏବଂ ବ୍ରହ୍ମପୁର ମହାନଗର ନିଗମର ମିଳିତ ଆନୁକୂଲ୍ୟରେ ବିଶ୍ୱ ଜଳ ଦିବସ ପାଳିତ ହୋଇଯାଇଛି...