EDUCATION

ଘରୋଇ ମହାବିଦ୍ୟାଳୟରେ ନାମ ଲେଖାଇବା ନାଁରେ ରାକେଟ ସକ୍ରିୟ : ବନ୍ଧକ ପଡିଛି ଭବିଷ୍ୟତ: ଷ୍ଟାଇପେଣ୍ଡ ଟଙ୍କା ଲୁଟୁଛି ମହାବିଦ୍ୟାଳୟ (!).

ବାଲିଗୁଡା,୫/୫.(ସଞ୍ଜୟ କୁମାର ପାଣିଗ୍ରାହୀ): ଆଦିବାସୀ ଛାତ୍ରଛାତ୍ରୀଙ୍କ ନାମରେ ଜାଲ ବ୍ୟାଙ୍କ ଆକାଉଣ୍ଟ ଖୋଲି ଷ୍ଟାଇପେଣ୍ଡ ଟଙ୍କା ହଡ଼ପ କରିବା ସହ ଅନେକ ଛାତ୍ରଛାତ୍ରୀଙ୍କ ଯୋଗ୍ୟତା ପ୍ରମାଣପତ୍ରକୁ ଘରୋଇ...